Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:24 - ପବିତ୍ର ବାଇବଲ

24 “କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ହାୟ, ଦଣ୍ତର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।

Gade chapit la Kopi

ଓଡିଆ ବାଇବେଲ

24 କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 “ହାୟ ଧାର୍ମିକ ବୃନ୍ଦ! ବର୍ତ୍ତମାନ ତୁମ୍ଭେମାନେ ସୁଖ ଭୋଗ କରୁଛ! କିନ୍ତୁ ତୁମ୍ଭମାନଙ୍କ ଶେଷ ଦଶା କେଡ଼େ ଭୟଙ୍କର!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:24
20 Referans Kwoze  

ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।


“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା'ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି।


କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି।


“କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ।


“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।


“ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା'ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।


ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହେବ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା,’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।”


ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭେମାନେ ଭୋକିଲା ହେବ। ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।


Swiv nou:

Piblisite


Piblisite