Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:34 - ପବିତ୍ର ବାଇବଲ

34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥାଏ, ଯଦି ତୁମେ କେବଳ ସେହିମାନଙ୍କୁ ଋଣ ଦିଅ, ତେବେ ତୁମେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ଫେରି ପାଇବା ଆଶାରେ ଋଣ ଦିଅନ୍ତି!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:34
5 Referans Kwoze  

ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ।


“ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି।


ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି।


Swiv nou:

Piblisite


Piblisite