ଲୂକ ଲିଖିତ ସୁସମାଚାର 6:40 - ପବିତ୍ର ବାଇବଲ40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। Gade chapit laଓଡିଆ ବାଇବେଲ40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ । Gade chapit laପବିତ୍ର ବାଇବଲ (CL) NT (BSI)40 କୌଣସି ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ, କିନ୍ତୁ ଶିଷ୍ୟର ଶିକ୍ଷା ସିଦ୍ଧ ହେଲେ ସେ ଗୁରୁଙ୍କ ସମକକ୍ଷ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। Gade chapit la |