Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:46 - ପବିତ୍ର ବାଇବଲ

46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି ସମ୍ଵୋଧନ କରୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 “ତୁମ୍ଭେମାନେ କାହିଁକି ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ସମ୍ବୋଧନ କର, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଯାହା କହେ, ତାହା ପାଳନ କରି ନ ଥାଅ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 6:46
9 Referans Kwoze  

ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’


ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ।


“ତା'ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’


“ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି।


“ସେହି ସମୟରେ ବାକିତକ ଝିଅ ପହଞ୍ଚିଲେ। ସେମାନ କହିଲେ, ‘ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,’


ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ।


Swiv nou:

Piblisite


Piblisite