ଲୂକ ଲିଖିତ ସୁସମାଚାର 6:47 - ପବିତ୍ର ବାଇବଲ47 ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ, Gade chapit laପବିତ୍ର ବାଇବଲ (Re-edited) - (BSI)47 ଯେକେହି ମୋʼନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ସଦୃଶ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। Gade chapit laଓଡିଆ ବାଇବେଲ47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି । Gade chapit laପବିତ୍ର ବାଇବଲ (CL) NT (BSI)47 ଯେ କେହି ମୋ’ ନିକଟକୁ ଆସେ ଓ ମୋର କଥା ଶୁଣି ପାଳନ କରେ - Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। Gade chapit la |
ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।