Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:5 - ପବିତ୍ର ବାଇବଲ

5 ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ପୁଣି କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 6:5
6 Referans Kwoze  

ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”


ଦାଉଦ ପରମେଶ୍ୱରଙ୍କ ଘର ଭିତରକୁ ପଶିଲେ। ପରମେଶ୍ୱରଙ୍କୁ ଅର୍ପିତ ହୋଇଥିବା ରୋଟୀ ଉଠେଇ ଆଣି ନିଜେ ଖାଇଥିଲେ ତଥା ସାଥୀମାନଙ୍କୁ ମଧ୍ୟ ଖାଇବାକୁ ଦେଇଥିଲେ। ଏହା ମୋଶାଙ୍କ ଆଦେଶର ବିରୁଦ୍ଧାଚରଣ ଥିଲା। ମୋଶାଙ୍କ ଆଦେଶ ଅନୁସାରେ ଏହି ରୋଟୀ କେବଳ ଯାଜକମାନଙ୍କ ବ୍ୟତୀତ ଅନ୍ୟ କାହାରି ଖାଇବା ଉଚିତ୍ ନୁହେଁ।


ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା।


Swiv nou:

Piblisite


Piblisite