ଲୂକ ଲିଖିତ ସୁସମାଚାର 7:11 - ପବିତ୍ର ବାଇବଲ11 ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଗମନ କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ। Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)11 ତାହାପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସଙ୍ଗେ ନାଇନ ସହରକୁ ଗଲେ ଏବଂ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ। Gade chapit la |