ଲୂକ ଲିଖିତ ସୁସମାଚାର 7:14 - ପବିତ୍ର ବାଇବଲ14 ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି ବାହକମାନେ ଠିଆ ହୁଅନ୍ତେ, ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ। Gade chapit laଓଡିଆ ବାଇବେଲ14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ । Gade chapit laପବିତ୍ର ବାଇବଲ (CL) NT (BSI)14 ତା’ପରେ ସେ ଯାଇ ଶବାଧାରକୁ ଛୁଇଁଲେ ଏବଂ ଶବାଧାରକୁ ବୋହି ନେଇ ଯାଉଥିବା ଲୋକମାନେ ଅଟକି ଗଲେ। ଯୀଶୁ କହିଲେ, “ହେ ଯୁବକ! ମୁଁ ତୁମକୁ କହୁଛି, ଉଠ!” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।” Gade chapit la |