Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:18 - ପବିତ୍ର ବାଇବଲ

18 ଯୋହନଙ୍କ ଶିଷ୍ୟମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ୟଙ୍କୁ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରେ ଯୋହନଙ୍କ ଶିଷ୍ୟମାନେ ଏହିସମସ୍ତ ବିଷୟ ତାଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

18 ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୋହନ ଶିଷ୍ୟମାନଙ୍କଠାରୁ ଏହିସବୁ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଡ଼ାକିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:18
3 Referans Kwoze  

ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”


ଯୋହନଙ୍କ ଶିଷ୍ୟମାନେ ଆସି ଯୋହନଙ୍କ ମୃତଦେହ ନେଇଯାଇ ସମାଧି ଦେଲେ। ତା'ପରେ ସେମାନେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।


Swiv nou:

Piblisite


Piblisite