ଲୂକ ଲିଖିତ ସୁସମାଚାର 7:19 - ପବିତ୍ର ବାଇବଲ19 ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Gade chapit laଓଡିଆ ବାଇବେଲ19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? Gade chapit laପବିତ୍ର ବାଇବଲ (CL) NT (BSI)19 ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।