ଲୂକ ଲିଖିତ ସୁସମାଚାର 7:21 - ପବିତ୍ର ବାଇବଲ21 ସେହି ସମୟରେ ଯୀଶୁ ଅନେକ ଲୋକଙ୍କୁ ସେମାନଙ୍କ ରୋଗରୁ ସୁସ୍ଥ, ବେଦନା ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନେକ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେହି ସମୟରେ ସେ ଅନେକଙ୍କୁ ରୋଗ, ପୀଡ଼ା ଓ ଦୁଷ୍ଟ ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି ଅନେକ ଅନ୍ଧଙ୍କୁ ଦୃଷ୍ଟି ପ୍ରଦାନ କଲେ। Gade chapit laଓଡିଆ ବାଇବେଲ21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଠିକ୍ ସେହି ସମୟରେ ଯୀଶୁ ଅନେକ ରୋଗୀଙ୍କୁ ସୁସ୍ଥ କଲେ, ଭୂତ ଛଡ଼ାଇଲେ ଓ ଅନ୍ଧମାନଙ୍କୁ ଦୃଷ୍ଟି ପ୍ରଦାନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ। Gade chapit la |