Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:28 - ପବିତ୍ର ବାଇବଲ

28 ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ଵରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।

Gade chapit la Kopi

ଓଡିଆ ବାଇବେଲ

28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ କହିଲେ, “ମୁଁ କହୁଛି, ଯୋହନ ପୃଥିବୀରେ ଜନ୍ମ ଗ୍ରହଣ କରିଥିବା ସମସ୍ତଙ୍କଠାରୁ ମହାନ୍। କିନ୍ତୁ ଈଶ୍ୱରଙ୍କ ରାଜ୍ୟରେ ଯେ ନଗଣ୍ୟ, ସେ ଯୋହନଙ୍କ ଅପେକ୍ଷା ମହାନ୍।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:28
13 Referans Kwoze  

“ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ।


ସେ ଶିଷ୍ୟମାନଙ୍କୁ କହିଲେ, “ଯଦି କୌଣସି ଲୋକ ଏହିଭଳି ଛୋଟ ପିଲାକୁ ମୋ’ ନାମରେ ଗ୍ରହଣ କରେ, ତାହାହେଲେ ସେ ମୋତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ରେଷ୍ଠ।”


ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ'ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ।


ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ


ଯୋହନଙ୍କ ବିଷୟରେ ଏହା ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଦୁତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ପୂର୍ବରୁ ରାସ୍ତା ତିଆରି କରିଦେବେ।’


ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ,


Swiv nou:

Piblisite


Piblisite