ଲୂକ ଲିଖିତ ସୁସମାଚାର 7:4 - ପବିତ୍ର ବାଇବଲ4 ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ ଯୀଶୁଙ୍କ ନିକଟରେ ଉପସ୍ଥିତ ହୋଇ ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; Gade chapit laଓଡିଆ ବାଇବେଲ4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନେ ଯୀଶୁଙ୍କ ପାଖକୁ ଆସି ଅନୁନୟ କରି କହିଲେ, “ଏହି ଲୋକ ପ୍ରକୃତରେ ଆପଣଙ୍କର ସାହାଯ୍ୟ ପାଇବାର ଯୋଗ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; Gade chapit la |