Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:46 - ପବିତ୍ର ବାଇବଲ

46 ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ, କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।

Gade chapit la Kopi

ଓଡିଆ ବାଇବେଲ

46 ତୁମ୍ଭେ ମୋହର ମସ୍ତକରେ ତେଲ ଲଗାଇଲ ନାହିଁ ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧିତ ତୈଳ ଲଗାଇଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ତୁମେ ମୋର ମୁଣ୍ଡରେ ଲଗାଇବା ପାଇଁ ତେଲ ଦେଇ ନ ଥିଲ, କିନ୍ତୁ ସେ ମୋର ପାଦରେ ସୁଗନ୍ଧି ତୈଳ ଢ଼ାଳିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:46
11 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ। ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ। ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।


ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।


ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ।


ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ।


ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚି‌କ୍‌କଣକାରୀ ତୈଳ ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।


ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର।


ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ।


ତୁମ୍ଭେ ଯଦିଓ ଶସ୍ୟ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପେଷିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପେଷିବ, ଦ୍ରାକ୍ଷାରସ ପାନୀୟ ପାଇଁ ପାଇବ ନାହିଁ।


ତୁମ୍ଭେ ଦ୍ରାକ୍ଷାରସ ସୁନ୍ଦର ପାତ୍ରରେ ପାନ କରୁଛ। ଆଉ ମଧ୍ୟ ସୁନ୍ଦର ସୁବାସିତ ପଦାର୍ଥ ବ୍ୟବହାର କରୁଛ। କିନ୍ତୁ ଯୋଷେଫଙ୍କର ପରିବାର ଧ୍ୱଂସ ପାଉଛନ୍ତି ସେଥିପାଇଁ ଟିକିଏ ହେଲେ ଦୁଃଖ କରୁ ନାହିଁ।


ତା'ପରେ ଦାଉଦ ଉଠିଲେ, ଗାଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକୁ ଉପାସନା ପାଇଁ ଗଲେ। ତା'ପରେ ଘରକୁ ଯାଇ ଖାଇବାକୁ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।


ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।”


Swiv nou:

Piblisite


Piblisite