ଲୂକ ଲିଖିତ ସୁସମାଚାର 7:49 - ପବିତ୍ର ବାଇବଲ49 ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସେମାନେ ମନେ ମନେ ଭାବିବାକୁ ଲାଗିଲେ, “ଏ ଲୋକ ନିଜକୁ କ’ଣ ଭାବୁଛି? ସେ କିପରି ପାପଗୁଡ଼ିକୁ କ୍ଷମା କରି ପାରିବ?” Gade chapit laପବିତ୍ର ବାଇବଲ (Re-edited) - (BSI)49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ? Gade chapit laଓଡିଆ ବାଇବେଲ49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ ? Gade chapit laପବିତ୍ର ବାଇବଲ (CL) NT (BSI)49 ଭୋଜନରେ ବସିଥିବା ଅନ୍ୟମାନେ ପରସ୍ପରକୁ କହିଲେ, “ଏ କିଏ? ଯେ ପାପ କ୍ଷମା ସୁଦ୍ଧା କରିପାରେ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ? Gade chapit la |