Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:11 - ପବିତ୍ର ବାଇବଲ

11 “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦୃଷ୍ଟାନ୍ତର ଭାବ ଏହି। ବିହନ ଈଶ୍ଵରଙ୍କ ବାକ୍ୟ,

Gade chapit la Kopi

ଓଡିଆ ବାଇବେଲ

11 ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଦୃଷ୍ଟାନ୍ତର ଅର୍ଥ ବୁଝାଇ କହିଲେ, “ବିହନ ହେଉଛି ଈଶ୍ୱରଙ୍କ ବାକ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,

Gade chapit la Kopi




ଲୂକ ଲିଖିତ ସୁସମାଚାର 8:11
10 Referans Kwoze  

“ରାସ୍ତାରେ ପଡ଼ି ଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକପରି ସେ ସ୍ୱର୍ଗରାଜ୍ୟର ସୁସମାଗ୍ଭର ଶୁଣେ, ଓ ତାହା ବୁଝି ପାରେ ନାହିଁ। ଶୟତାନ ଆସେ ଓ ତା’ ହୃଦୟରେ ଯାହାକିଛି ବୁଣା ହୋଇଥାଏ, ସେତେକ ନେଇ ଗ୍ଭଲିଯାଏ।


ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


“ତେବେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।


ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?”


ଯେଉଁ ବୀଜ ରାସ୍ତା କଡ଼ରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି, କିନ୍ତୁ ତା'ପରେ ଶୟତାନ ଆସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନେଇଯାଏ। ତେଣୁ ସେହି ଲୋକମାନେ ବିଶ୍ୱାସ କରି ନ ପାରି ଉଦ୍ଧାର ପାଆନ୍ତି ନାହିଁ।


Swiv nou:

Piblisite


Piblisite