Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:17 - ପବିତ୍ର ବାଇବଲ

17 ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 “ଯାହା ସବୁ ଲୁକ୍କାୟିତ ହୋଇଛି, ତାହା ସମସ୍ତଙ୍କ ନିକଟରେ ପ୍ରକାଶିତ ହେବ ଓ ଯାହା ସବୁ ଗୁପ୍ତ ରହିଛି, ତାହା ସମସ୍ତଙ୍କୁ ଜଣାଇ ଦିଆଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:17
6 Referans Kwoze  

“ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ।


ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ।


ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଗ୍ଭରରେ ଆଣିବେ।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ତାହାର ଘୃଣା କପଟରେ ଆପଣାକୁ ଆବୃତ୍ତ କଲେ ହେଁ, ତା'ର ମନ୍ଦତା ସଭାରେ ପ୍ରକାଶ ପାଏ।


Swiv nou:

Piblisite


Piblisite