Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:22 - ପବିତ୍ର ବାଇବଲ

22 ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେହି ସମୟରେ ଦିନେ ସେ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକି ଯିବା। ସେଥିରେ ସେମାନେ ନୌକା ଫିଟାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକୁ ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଦିନେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ଗୋଟିଏ ନୌକାରେ ଚଢ଼ି କହିଲେ, “ଚାଲ, ଆମେ ହ୍ରଦର ଆରପାରିକୁ ଯିବା।” ସେମାନେ ଯାତ୍ରା ଆରମ୍ଭ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:22
12 Referans Kwoze  

ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେ‌ଥ୍‌ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ।


ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ।


ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।


ତା'ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।


ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗାରେ ଚଢ଼ି ହ୍ରଦର ଅପର ପାର୍ଶ୍ୱକୁ ଯିବାକୁ କହିଲେ। ଯୀଶୁ ନିଜେ ସେଠାକୁ ପରେ ଯିବେ ବୋଲି କହିଲେ।


ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ।


ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।


ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ।


ତା'ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।


ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।


Swiv nou:

Piblisite


Piblisite