ଲୂକ ଲିଖିତ ସୁସମାଚାର 8:44 - ପବିତ୍ର ବାଇବଲ44 ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତତ୍କ୍ଷଣାତ୍ ତା'ର ରକ୍ତସ୍ରାବ ବନ୍ଦ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ତତ୍କ୍ଷଣାତ୍ ତାହାର ରକ୍ତସ୍ରାବ ବନ୍ଦ ହେଲା। Gade chapit laଓଡିଆ ବାଇବେଲ44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)44 ସେ ଜନଗହଳି ମଧ୍ୟରୁ ଯୀଶୁଙ୍କ ପଛକୁ ଆସି ତାଙ୍କର ବସ୍ତ୍ରଧାର ଛୁଇଁଲା ଏବଂ ସଙ୍ଗେ ସଙ୍ଗେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା। Gade chapit la |