ଲୂକ ଲିଖିତ ସୁସମାଚାର 8:48 - ପବିତ୍ର ବାଇବଲ48 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)48 ସେଥିରେ ସେ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା। Gade chapit laଓଡିଆ ବାଇବେଲ48 ସେଥିରେ ଯୀଶୁ ତାହାଙ୍କୁ କହିଲେ, ଝିଅ, ତୋହର ବିଶ୍ୱାସ ତତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା । Gade chapit laପବିତ୍ର ବାଇବଲ (CL) NT (BSI)48 ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ଶାନ୍ତିରେ ଚାଲିଯା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।” Gade chapit la |