Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:49 - ପବିତ୍ର ବାଇବଲ

49 ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, “ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ନେତାଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ଯୀଶୁ ଏହା କହିବା ସମୟରେ କର୍ମଚାରୀଙ୍କ ଘରୁ ଜଣେ ସମ୍ବାଦ ନେଇ ଆସିଲା। ସେ ଯାୟୀରସଙ୍କୁ କିହଲା, “ଆପଣଙ୍କ ଝିଅ ମରି ଯାଇଛି, ଗୁରୁଙ୍କୁ ଆଉ ହଇରାଣ କରନ୍ତୁ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:49
9 Referans Kwoze  

ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ।


ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।”


ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’


ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।”


ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ବୃଥାରେ ଏହି ସ୍ତ୍ରୀଲୋକକୁ ହଇରାଣ କରୁଛ? ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି।


ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ।


Swiv nou:

Piblisite


Piblisite