ଲୂକ ଲିଖିତ ସୁସମାଚାର 8:51 - ପବିତ୍ର ବାଇବଲ51 ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ। Gade chapit laଓଡିଆ ବାଇବେଲ51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)51 ଯେତେବେଳେ ସେମାନେ ଯାୟୀରସ ଘରେ ପହଞ୍ôଚଲେ, ପିତର, ଯୋହନ, ଯାକୁବ ଓ ଝିଅର ପିତାମାତାଙ୍କ ଛଡ଼ା ଆଉ କାହାକୁ ଭିତରକୁ ଯିବା ପାଇଁ ଯୀଶୁ ଅନୁମତି ଦେଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ। Gade chapit la |