ଲୂକ ଲିଖିତ ସୁସମାଚାର 8:54 - ପବିତ୍ର ବାଇବଲ54 କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, “ହେ ଝିଅ, ଉଠିପଡ଼।” Gade chapit laପବିତ୍ର ବାଇବଲ (Re-edited) - (BSI)54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ୍। Gade chapit laଓଡିଆ ବାଇବେଲ54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ । Gade chapit laପବିତ୍ର ବାଇବଲ (CL) NT (BSI)54 କିନ୍ତୁ ଯୀଶୁ ତା’ର ହାତ ଧରି ଡ଼ାକି କହିଲେ, “ଝିଅ ଲୋ ଉଠ୍!” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।” Gade chapit la |