Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:14 - ପବିତ୍ର ବାଇବଲ

14 ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସେମାନେ ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ। ଆଉ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 (ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ) ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଏହି ଲୋକମାନଙ୍କୁ ଦଳ ଦଳ କରି ପ୍ରତି ଦଳରେ ପଚାଶ ଜଣଙ୍କୁ ବସାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:14
5 Referans Kwoze  

ପ୍ରତ୍ୟେକ କାମ ଠିକ୍ ଭାବରେ ଓ କ୍ରମାନୁସାରେ କରିବା ଉଚିତ୍।


ତା'ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ଯିବାକୁ କହିଲେ। ସେ ସାତଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବାକୁ ଶିଷ୍ୟମାନଙ୍କୁ ଦେଲେ। ସେମାନେ ସେଇଆ କଲେ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏମାନଙ୍କୁ କିଛି ଖାଇବାକୁ ଦିଅ।” ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ କେବଳ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଛଡ଼ା ଆଉ କିଛି ହେଲେ ନାହିଁ। ଆମ୍ଭେ ଯାଇ ଏସବୁ ଲୋକମାନଙ୍କ ପାଇଁ ଖାଦ୍ୟ କିଣି ଆଣିବୁ ବୋଲି ଆପଣ ଗ୍ଭହୁଁଛନ୍ତି କି?”


ସେମାନେ ତାହା କଲେ ଓ ସବୁ ଲୋକଙ୍କୁ ବସାଇ ଦେଲେ।


Swiv nou:

Piblisite


Piblisite