Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:15 - ପବିତ୍ର ବାଇବଲ

15 ସେମାନେ ତାହା କଲେ ଓ ସବୁ ଲୋକଙ୍କୁ ବସାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଶିଷ୍ୟମାନେ ସେହିପରି କରିବା ପରେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:15
2 Referans Kwoze  

ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।”


ତା'ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ନେଲେ। ସେ ସ୍ୱର୍ଗ ଆଡ଼କୁ ଗ୍ଭହିଁ ଖାଦ୍ୟପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ଖାଦ୍ୟତକ ଖଣ୍ଡ ଖଣ୍ଡ କରି ତାହାଙ୍କ ଶିଷ୍ୟମାନଙ୍କୁ ଲୋକଙ୍କ ଭିତରେ ପରଶି ଦେବାକୁ ଦେଲେ।


Swiv nou:

Piblisite


Piblisite