Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:25 - ପବିତ୍ର ବାଇବଲ

25 ଯଦି ଜଣେ ସାରା ସଂସାର ପାଇ ଶେଷରେ ମରିଯାଏ ବା ହଜିଯାଏ, ତାହାହେଲେ ଲାଭ କ’ଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?

Gade chapit la Kopi

ଓଡିଆ ବାଇବେଲ

25 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯଦି ଜଣେ ଲୋକ ସମଗ୍ର ଜଗତ ଲାଭ କରେ, କିନ୍ତୁ ନିଜେ ହିଜିଯାଏ ଅବା ବିନଷ୍ଟ ହୁଏ, ତେବେ ତା’ର କି ଲାଭ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?

Gade chapit la Kopi




ଲୂକ ଲିଖିତ ସୁସମାଚାର 9:25
15 Referans Kwoze  

ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ।


ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି?


ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।


ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।”


ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”


ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।


ଯେତେବେଳେ ଜାଲଟି ମାଛରେ ଭର୍ତ୍ତି ହୋଇଗଲା, କେଉଟମାନେ ଜାଲକୁ, କୂଳକୁ ଟାଣି ଆଣିଲେ। ସେମାନେ ବସିପଡ଼ି ଭଲ ଭଲ ମାଛ ବାଛି ଟୋକେଇରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡ଼ି ଦେଲେ।


ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।


Swiv nou:

Piblisite


Piblisite