Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:36 - ପବିତ୍ର ବାଇବଲ

36 ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ବାଣୀ ଉଚ୍ଚାରିତ ହେବା ପରେ ଯୀଶୁ ସେଠାରେ ଏକାକୀ ଥିବାର ଦେଖାଗଲା। ଶିଷ୍ୟମାନେ ଏସବୁ ବିଷୟରେ ନୀରବ ରହିଲେ। ସେମାନେ ଦେଖିଥିବା ବିଷୟ କାହାକୁ କହିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:36
4 Referans Kwoze  

ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”


ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।


ଚିରିବାର ସମୟ ଅଛି ଓ ସିଲେଇ କରିବାର ମଧ୍ୟ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ୟ ସମୟ ଅଛି।


Swiv nou:

Piblisite


Piblisite