Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:43 - ପବିତ୍ର ବାଇବଲ

43 ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ସେଥିରେ ସମସ୍ତେ ଈଶ୍ଵରଙ୍କର ମହାଶକ୍ତି।। ସକାଶେ ଆଶ୍ଚର୍ଯ୍ୟାନ୍ଵିତ ହେଲେ। ମାତ୍ର ତାହାଙ୍କ କୃତ ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚମତ୍କୃତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

43 ସେଥିରେ ସମସ୍ତେ ଈଶ୍ୱରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ । ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଲୋକମାନେ ସମସ୍ତେ ଈଶ୍ୱରଙ୍କ ମହତ୍ ଶକ୍ତିରେ ବିସ୍ମିତ ହେଲେ। ଯୀଶୁ ଯାହା ସବୁ କରୁଥିଲେ, ସେଥିରେ ଲୋକମାନେ ଚମକ୍ରୃତ ହେଉଥିବା ସମୟରେ, ସେ ତାଙ୍କର ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 9:43
14 Referans Kwoze  

ତା'ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ।


ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ।


ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?” କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”


ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।”


ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।”


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଜଣାପଡ଼େ, ଏହା ସେମାନଙ୍କ ପ୍ରତି ମଧ୍ୟ ବିସ୍ମୟଜନକ ହେବ।”


ତା'ପରେ ସେ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଚଢ଼ିଗଲେ। ପବନ ବନ୍ଦ ହୋଇଗଲା। ଏଥିରେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ।


ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।


ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ।


ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।


Swiv nou:

Piblisite


Piblisite