Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:46 - ପବିତ୍ର ବାଇବଲ

46 ଥରେ ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରେ ଯୁକ୍ତିତର୍କ ହେଲା ଯେ, ସେମାନଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।

Gade chapit la Kopi

ଓଡିଆ ବାଇବେଲ

46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ଏ ବିଷୟରେ ଥରେ ଶିଷ୍ୟମାନଙ୍କ ମଧ୍ୟରେ ବିତର୍କ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:46
13 Referans Kwoze  

ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସେଠାରେ ନେତା ହୋଇ ରହିବା ପାଇଁ ଗ୍ଭହେଁ।


ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।


ଅଭିଯୋଗ ବା ବାଦାନୁବାଦ ନ କରି ପ୍ରତ୍ୟେକ କାର୍ଯ୍ୟ କର।


ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।


ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।


Swiv nou:

Piblisite


Piblisite