Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:6 - ପବିତ୍ର ବାଇବଲ

6 ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ସେମାନେ ପ୍ରସ୍ଥାନ କରି ସର୍ବତ୍ର ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଶିଷ୍ୟମାନେ ପ୍ରସ୍ଥାନ କଲେ! ଗ୍ରାମେ ଗ୍ରାମେ ଭ୍ରମଣ କରି ଶୁଭବାର୍ତ୍ତା ପ୍ରଚାର କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:6
6 Referans Kwoze  

ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ।


ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”


ତା'ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।


ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ।


Swiv nou:

Piblisite


Piblisite