ଲୂକ ଲିଖିତ ସୁସମାଚାର 9:7 - ପବିତ୍ର ବାଇବଲ7 ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଇତିମଧ୍ୟରେ ସାମ; ରାଜା ହେରୋଦ ଏହିସମସ୍ତ ଘଟଣା ବିଷୟ ଶୁଣି ହତବୁଦ୍ଧି ହେଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Gade chapit laଓଡିଆ ବାଇବେଲ7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Gade chapit laପବିତ୍ର ବାଇବଲ (CL) NT (BSI)7 ଗାଲିଲୀର ଶାସନକର୍ତ୍ତା ହେରୋଦ ଏ ସମସ୍ତ ଘଟଣା ଶୁଣି ଅତ୍ୟନ୍ତ ବିଚଳିତ ହେଲେ, କାରଣ ଦୀକ୍ଷାଦାତା ଯୋହନ ପୁଣି ଜୀବନ ପାଇଛନ୍ତି ବୋଲି କେତେକ କହୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Gade chapit la |