ମଲାଖୀ 1:12 - ପବିତ୍ର ବାଇବଲ12 “ମାତ୍ର, ତୁମ୍ଭେମାନେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭେମାନେ କହୁଛ ସଦାପ୍ରଭୁଙ୍କର ଯଜ୍ଞବେଦି ଅପବିତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ। Gade chapit laଓଡିଆ ବାଇବେଲ12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ। Gade chapit la |
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।