ମଲାଖୀ 1:5 - ପବିତ୍ର ବାଇବଲ5 ତୁମ୍ଭେମାନେ ଏହିସବୁ ଦେଖିବ ଓ କହିବ, “ସଦାପ୍ରଭୁ ଇସ୍ରାଏଲର ବାହାରେ ମଧ୍ୟ ମହିମାନ୍ୱିତ ହୁଅନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ତୁମ୍ଭମାନଙ୍କର ଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ହେଁ ମହିମାନ୍ଵିତ ହେଉନ୍ତୁ। Gade chapit laଓଡିଆ ବାଇବେଲ5 ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ୍ ଅଟନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।” Gade chapit la |
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।