ମଲାଖୀ 2:10 - ପବିତ୍ର ବାଇବଲ10 ପରମେଶ୍ୱର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ୍ଭ ମଧ୍ୟରୁ କେହି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭେମାନେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ୱସ୍ତ? କାହିଁକି ପରମେଶ୍ୱର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭେମାନେ ତାହା ଭାଙ୍ଗୁଛୁ? Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ଵର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତିଣ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ଵାସଘାତକତା କରୁଅଛୁ? Gade chapit laଓଡିଆ ବାଇବେଲ10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ? Gade chapit la |
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’