ମଲାଖୀ 2:3 - ପବିତ୍ର ବାଇବଲ3 “ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦେବା। ଛୁଟିଦିନମାନଙ୍କରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭେମାନେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗିଦିଅ, ଆମ୍ଭେ ସେହି ଗୋବରକୁ ନେଇ ତୁମ୍ଭମାନଙ୍କ ମୁହଁରେ ପକାଇବା ଓ ତୁମ୍ଭମାନଙ୍କୁ ସେହି ଗୋବର ସହିତ ଫିଙ୍ଗି ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit laଓଡିଆ ବାଇବେଲ3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit la |
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।