ମଲାଖୀ 2:7 - ପବିତ୍ର ବାଇବଲ7 ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ଵେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦୂତ। Gade chapit laଓଡିଆ ବାଇବେଲ7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ। Gade chapit la |
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।