ମଲାଖୀ 4:2 - ପବିତ୍ର ବାଇବଲ2 “ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦୟକାଳୀନ ସୂର୍ଯ୍ୟର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପରେ ଝକ୍ମକ୍ କରିବ। ଏହା ସୂର୍ଯ୍ୟକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭେମାନେ ବାଛୁରି ସଦୃଶ ଗୁହାଳରୁ ବାହାରି ସ୍ୱାଧୀନ ଓ ସୁଖୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ। Gade chapit laଓଡିଆ ବାଇବେଲ2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।