Biblia Todo Logo
Bib sou entènèt

- Piblisite -




ମାଥିଉ 1:5 - ପବିତ୍ର ବାଇବଲ

5 ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ) ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା) ଓବେଦ ଯିଶୟଙ୍କ ବାପା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟାଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

5 ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସଲ୍ଲୋନ ଓ ରାହାବଙ୍କ ପୁତ୍ର ବୋୟଜ; ବୋୟଜ ଓ ଋତଙ୍କ ପୁତ୍ର ଓବେଦ; ଓବେଦଙ୍କ ପୁତ୍ର ଯିଶୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,

Gade chapit la Kopi




ମାଥିଉ 1:5
13 Referans Kwoze  

ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।


ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।


ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହେବା ସମୟରେ ନୟମୀ ଏବଂ ତା'ର ପୁତ୍ରବଧୂ ଋତ ମୋୟାବର ପାର୍ବତ୍ୟ ଦେଶରୁ ବୈ‌ଥ୍‌ଲେହମକୁ ଫେରି ଆସିଲେ।


ତା'ର ପୁତ୍ରମାନେ ମୋୟାବର ଯୁବତୀଙ୍କୁ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣକର ନାମ ଥିଲା ଋତ। ସେମାନେ ମୋୟାବରେ ଦଶ ବର୍ଷ ବାସ କଲେ।


ସ‌ଲ୍‌ମୋନର ପୁତ୍ର ବୋୟାଜ ଓ ବୋୟାଜର ପୁତ୍ର ଓବେଦ,


ଦାଉଦ ଯିଶୟଙ୍କ ପୁତ୍ର। ଯିଶୟ ଓବେଦଙ୍କ ପୁତ୍ର। ଓବେଦ ବୋୟଜଙ୍କ ପୁତ୍ର। ବୋୟଜ ଶେଲହଙ୍କ ପୁତ୍ର। ଶେଲହ ନହଶୋନଙ୍କ ପୁତ୍ର।


ଅରାମ ଅମ୍ମୀନାଦାବ ବାପା। ଅମ୍ମୀନାଦାବ ନହଶୋନଙ୍କ ବାପା। ନହଶୋନ ସଲମୋନଙ୍କ ବାପା।


ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)


Swiv nou:

Piblisite


Piblisite