ମାଥିଉ 1:6 - ପବିତ୍ର ବାଇବଲ6 ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ) Gade chapit laପବିତ୍ର ବାଇବଲ (Re-edited) - (BSI)6 ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Gade chapit laଓଡିଆ ବାଇବେଲ6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Gade chapit laପବିତ୍ର ବାଇବଲ (CL) NT (BSI)6 ଯିଶୟଙ୍କ ପୁତ୍ର ଦାଉଦ ରାଜା। ଦାଉଦଙ୍କ ପୁତ୍ର ଶଲୋମନ (ଶଲୋମନଙ୍କ ମାତା ପୂର୍ବେ ଉରିୟଙ୍କ ପତ୍ନୀ ଥିଲେ); Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ଏଥିପାଇଁ ତୁମ୍ଭେ କ’ଣ ସମସ୍ତେ ମୋର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି କହିଲ ନାହିଁ ଯେତେବେଳେ ମୋର ପୁତ୍ର ଯିଶୀର ପୁତ୍ର ସହିତ ନିୟମ କଲା, ତୁମ୍ଭମାନଙ୍କ ମଧ୍ୟରୁ କେହି ମୋ’ କଥା ଚିନ୍ତା କଲ ନାହିଁ। ଯେତେବେଳେ ମୋର ପୁତ୍ର ଦାଉଦକୁ ଓ ସେବକମାନଙ୍କୁ ମୋ’ ବିରୁଦ୍ଧରେ ଉତ୍ତେଜିତ କଲା ମୋ’ ବିରୁଦ୍ଧରେ କାର୍ଯ୍ୟ କରିବା ପାଇଁ ଏବଂ ଲୁଚି କରି ମୋତେ ଆକ୍ରମଣ କରିବା ପାଇଁ।”