Biblia Todo Logo
Bib sou entènèt

- Piblisite -




ମାଥିଉ 1:7 - ପବିତ୍ର ବାଇବଲ

7 ଶଲୋମନ ରିହବିୟାମଙ୍କ ବାପା। ରିହବିୟାମ ଅବିୟଙ୍କ ବାପା। ଅବିୟ ଆସାଙ୍କ ବାପା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଶଲୋମନଙ୍କ ପୁତ୍ର ରହବୟାମ; ରହବୟାମଙ୍କ ପୁତ୍ର ଅବିୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi




ମାଥିଉ 1:7
11 Referans Kwoze  

ଏହା ପରେ ନିହାତି ଅଯୋଗ୍ୟ, ମନ୍ଦ ଲୋକମାନେ ଯାରବିୟାମର ସାଙ୍ଗୀ ହେଲେ। ଆଉ ଯାରବିୟାମ୍ ଓ ସେହି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିୟାମଙ୍କର ବିପକ୍ଷରେ ଉଠିଲେ। ରିହବିୟାମ୍ ଅଳ୍ପବୟସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିୟାମ୍, ଯାରବିୟାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।


ରିହବିୟାମ୍ ଜଣେ ଅତ୍ୟନ୍ତ ପରାକ୍ରମୀ ରାଜା ହୋଇ ଉଠିଲେ, ଆହୁରି ମଧ୍ୟ ସେ ନିଜ ରାଜ୍ୟକୁ ଦୃଢ଼ କଲେ। ଏହା ପରେ ରିହବିୟାମ୍ ଓ ସମସ୍ତ ଇସ୍ରାଏଲୀୟ ସଦାପ୍ରଭୁଙ୍କ ନିୟମ ମାନିବାକୁ ମନା କଲେ।


ଏହା ପରେ, ଶଲୋମନ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ଲୋକମାନେ ତାହାଙ୍କୁ ତାଙ୍କର ପିତା ଦାଉଦଙ୍କ ନଗରରେ କବର ଦେଲେ। ଶଲୋମନଙ୍କ ସ୍ଥାନରେ ଶଲୋମନଙ୍କ ପୁତ୍ର ରିହବିୟାମ୍ ନୂତନ ରାଜା ହେଲେ।


ରିହବିୟାମଙ୍କ ମୃତ୍ୟୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବରରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀୟା ନୟମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିୟାମ ରାଜା ହେଲେ।


ତା'ପରେ ଶଲୋମନ ମୃତ୍ୟୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗରରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିୟାମ ରାଜା ହେଲେ।


ଆସା ଯିହୋଶାଫଟଙ୍କ ବାପା। ଯିହୋଶାଫଟ ଯୋରାମଙ୍କ ବାପା। ଯୋରାମ ଉଜିୟଙ୍କ ବାପା।


ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।


Swiv nou:

Piblisite


Piblisite