Biblia Todo Logo
Bib sou entènèt

- Piblisite -




ମାଥିଉ 1:8 - ପବିତ୍ର ବାଇବଲ

8 ଆସା ଯିହୋଶାଫଟଙ୍କ ବାପା। ଯିହୋଶାଫଟ ଯୋରାମଙ୍କ ବାପା। ଯୋରାମ ଉଜିୟଙ୍କ ବାପା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

8 ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅବିୟଙ୍କ ପୁତ୍ର ଆସା; ଆସାଙ୍କ ପୁତ୍ର ଯିହୋଶାଫାଟ୍; ଯିହୋଶାଫଟଙ୍କ ପୁତ୍ର ରୋରାମ; ଯୋରାମଙ୍କ ପୁତ୍ର ଉଜ୍ଜିୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi




ମାଥିଉ 1:8
12 Referans Kwoze  

ଯିହୋଶାଫ‌ଟଙ୍କର ପୁତ୍ର ଥିଲେ ଯୋରାମ। ଯୋରାମଙ୍କର ପୁତ୍ର ଥିଲେ ଅହସିୟ। ଅହସିୟଙ୍କର ପୁତ୍ର ଥିଲେ ଯୋୟାଶ୍।


ଏହା ପରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗରରେ କବର ପାଇଲେ। ଯିହୋଶାଫ‌ଟଙ୍କ ସ୍ଥାନରେ ଯିହୋରାମ୍ ନୂତନ ରାଜା ହେଲେ।


ଅନନ୍ତର ଯିହୁଦାର ସମସ୍ତ ଲୋକ ଅମ‌ତ୍‌ସିୟଙ୍କର ଷୋହଳ ବର୍ଷର ପୁତ୍ର ଅସରିୟଙ୍କୁ ତାଙ୍କ ପିତାଙ୍କ ପଦରେ ରାଜା କଲେ।


ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲରେ ରାଜତ୍ୱ କରିବାର ପଞ୍ଚମ ବର୍ଷରେ ଯିହୋଶାଫଟଙ୍କ ପୁତ୍ର ଯିହୋରାମ ଯିହୁଦାର ରାଜା ହେଲେ।


ଆହାବଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ ଶମରିୟାରେ ଇସ୍ରାଏଲ ଉପରେ ରାଜତ୍ୱ କଲେ। ସେ ଯିହୁଦାର ରାଜା ଯିହୋଶାଫଟଙ୍କର ଅଷ୍ଟାଦଶ ବର୍ଷର ରାଜତ୍ୱ କାଳରେ ରାଜା ହେଲେ ଓ ଇସ୍ରାଏଲରେ ବାରବର୍ଷ ରାଜ୍ୟ କଲେ।


ଏହା ପରେ ଆସା ମୃତ୍ୟୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତାଙ୍କ ମୃତ୍ୟୁପରେ ତାଙ୍କର ପୁତ୍ର ଯିହୋଶାଫଟ୍ ରାଜତ୍ୱ କଲେ।


ଶଲୋମନ ରିହବିୟାମଙ୍କ ବାପା। ରିହବିୟାମ ଅବିୟଙ୍କ ବାପା। ଅବିୟ ଆସାଙ୍କ ବାପା।


ଉଜିୟ ଯୋଥମଙ୍କ ବାପା। ଯୋଥମ୍ ଆହାସଙ୍କ ବାପା। ଆହାସ ହିଜକିୟଙ୍କ ବାପା।


Swiv nou:

Piblisite


Piblisite