Biblia Todo Logo
Bib sou entènèt

- Piblisite -




ମାଥିଉ 13:4 - ପବିତ୍ର ବାଇବଲ

4 ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

Gade chapit la Kopi

ଓଡିଆ ବାଇବେଲ

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ କ୍ଷେତରେ ବିହନ ବୁଣିବାବେଳେ କେତେକ ବୀଜ ରାସ୍ତାଧାରରେ ପଡ଼ିଯିବାରୁ ପକ୍ଷୀମାନେ ଆସି ସେଗୁଡ଼ିକ ଖାଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।

Gade chapit la Kopi




ମାଥିଉ 13:4
6 Referans Kwoze  

ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା।


ଆଉ କିଛି ବୀଜ ପଥୁରିଆ ଜାଗାରେ ପଡ଼ିଗଲା, ସେଠାରେ ଯଥେଷ୍ଟ ମାଟି ନ ଥିଲା, ମାଟି ଗଭୀରିଆ ନ ଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡ଼ିଲା।


ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ।


“ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ।


ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା।


Swiv nou:

Piblisite


Piblisite