ମାଥିଉ 17:3 - ପବିତ୍ର ବାଇବଲ3 ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା। Gade chapit laଓଡିଆ ବାଇବେଲ3 ପୁଣି, ଦେଖ, ମୋଶା ଓ ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା । Gade chapit laପବିତ୍ର ବାଇବଲ (CL) NT (BSI)3 ମୋଶା ଓ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା ହେଉଥିବା ଶିଷ୍ୟମାନେ ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା। Gade chapit la |
ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”