Biblia Todo Logo
Bib sou entènèt

- Piblisite -




ମାଥିଉ 19:1 - ପବିତ୍ର ବାଇବଲ

1 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ଏହି ସମସ୍ତ କଥା ସମାପ୍ତ କଲା ଉତ୍ତାରେ ଗାଲିଲୀରୁ ପ୍ରସ୍ଥାନ କରି ଯର୍ଦ୍ଦନ ପରପାର ଦେଇ ଯିହୁଦାର ସୀମାରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦନର ଆରପାରରେ ଥିବା ଯିହୂଦା ସୀମାରେ ଉପସ୍ଥିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଏହିସବୁ କଥା କହି ସାରିବା ପରେ ଗାଲିଲୀ ଛାଡ଼ି ଯର୍ଦ୍ଦନ ନଦୀର ଆରପାରିରେ ଥିବା ଯିହୂଦା ଅଞ୍ଚଳକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।

Gade chapit la Kopi




ମାଥିଉ 19:1
5 Referans Kwoze  

ତା'ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ।


ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।


ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ।


Swiv nou:

Piblisite


Piblisite