ମାଥିଉ 2:4 - ପବିତ୍ର ବାଇବଲ4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ। Gade chapit laଓଡିଆ ବାଇବେଲ4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ । Gade chapit laପବିତ୍ର ବାଇବଲ (CL) NT (BSI)4 ହେରୋଦ ପ୍ରଧାନ ଯାଜକ ଓ ଧର୍ମଗୁରୁମାନଙ୍କୁ ଡ଼କାଇ ସେମାନଙ୍କୁ ପଚାରିଲେ, “ମସୀହ କେଉଁଠାରେ ଜନ୍ମ ହେବେ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ। Gade chapit la |