ମାଥିଉ 2:9 - ପବିତ୍ର ବାଇବଲ9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ସ୍ଥଗିତ ହେଲା। Gade chapit laଓଡିଆ ବାଇବେଲ9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା । Gade chapit laପବିତ୍ର ବାଇବଲ (CL) NT (BSI)9-10 ଜ୍ୟୋତିର୍ବିଦମାନେ ସେ ସ୍ଥାନ ଛାଡ଼ି ପୁଣି ଥରେ ସେମାନଙ୍କ ଗନ୍ତବ୍ୟ ପଥରେ ଗଲାବେଳେ, ପୂର୍ବାକାଶରେ ଦେଖିଥିବା ସେହି ନକ୍ଷତ୍ର ପୁନର୍ବାର ଦେଖାଗଲା। ତାକୁ ଦେଖି ସେମାନଙ୍କର କି ଆନନ୍ଦ! କେତେ ଉଲ୍ଲସିତ ହୋଇ ଉଠିଲେ ସେମାନେ! ସେମାନଙ୍କ ଆଗେ ଆଗେ ଗତି କରି ତାରାଟି ଶିଶୁ ଥିବା ଗୃହ ଉପରେ ଠିକ୍ ଅଟକି ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।