ମାଥିଉ 26:16 - ପବିତ୍ର ବାଇବଲ16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇଦେବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା। Gade chapit laଓଡିଆ ବାଇବେଲ16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । Gade chapit laପବିତ୍ର ବାଇବଲ (CL) NT (BSI)16 ସେହିଦିନଠାରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। Gade chapit la |