ମାଥିଉ 4:1 - ପବିତ୍ର ବାଇବଲ1 ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ, Gade chapit laଓଡିଆ ବାଇବେଲ1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, Gade chapit laପବିତ୍ର ବାଇବଲ (CL) NT (BSI)1 ଏହା ପରେ ପରମାତ୍ମା ତାଙ୍କୁ ମରୁ ପ୍ରାନ୍ତରକୁ କଢ଼ାଇ ନେଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, Gade chapit la |
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।