Biblia Todo Logo
Bib sou entènèt

- Piblisite -




ମାଥିଉ 4:12 - ପବିତ୍ର ବାଇବଲ

12 ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକି ପ୍ରସ୍ଥାନ କଲେ;

Gade chapit la Kopi

ଓଡିଆ ବାଇବେଲ

12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯୋହନଙ୍କୁ ବନ୍ଦୀ କରାଯାଇଛି ବୋଲି ଶୁଣି ଯୀଶୁ ଗାଲିଲୀକୁ ପ୍ରସ୍ଥାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;

Gade chapit la Kopi




ମାଥିଉ 4:12
13 Referans Kwoze  

ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ।


ସେହିଭଳି ହେରୋଦ ଆଉ ଗୋଟିଏ ଖରାପ କାମ କଲେ। ସେ ଯୋହନଙ୍କୁ ବନ୍ଦୀଶାଳାରେ ରଖିଲେ। ସେ ଯେତେ କୁକର୍ମ କରିଥିଲେ, ସେଥିରେ ଏହି କୁକର୍ମଟି ଯୋଗ ହେଲା।


ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ।


ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।


ପବିତ୍ରଆତ୍ମାଙ୍କ ଦ୍ୱାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫେରିଗଲେ। ଗାଲିଲୀର ଗ୍ଭରିଆଡ଼େ ଯୀଶୁଙ୍କ ବିଷୟରେ ଖବର ବ୍ୟାପିଗଲା।


ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।


ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।


ସେଠାରେ ଦୁଇ ଦିନ ରହିବା ପରେ ଯୀଶୁ ଗାଲିଲୀକୁ ଯାତ୍ରା କଲେ।


ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।


ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।


ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”


ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।”


ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ଭାବେ ସେ ଆପଣା ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।


Swiv nou:

Piblisite


Piblisite