Biblia Todo Logo
Bib sou entènèt

- Piblisite -




ମାଥିଉ 4:6 - ପବିତ୍ର ବାଇବଲ

6 ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ। ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ। ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏଠାରୁ ତଳକୁ ଡ଼େଇଁପଡ଼। ଧର୍ମଶାସ୍ତ୍ରରେ ଲେଖାଅଛି - ଈଶ୍ୱର ତୁମର ଯତ୍ନ ନେବା ପାଇଁ ସ୍ୱର୍ଗଦୂତମାନଙ୍କୁ ଆଦେଶ ଦେବେ। ସେମାନେ ତୁମକୁ ହାତରେ ତୋଳି ଧରିବେ। ତେଣୁ ତୁମ ପାଦରେ ପଥରର ଆଘାତ ଲାଗିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”

Gade chapit la Kopi




ମାଥିଉ 4:6
9 Referans Kwoze  

ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି, ସେ ସେମାନଙ୍କୁ ଉଦ୍ଧାର କରନ୍ତି।


ଏହା ଆମ୍ଭକୁ ଆଶ୍ଚର୍ଯ୍ୟ ଲାଗୁ ନାହିଁ। କାରଣ ଏପରି କି ଶୟତାନ ନିଜେ ମଧ୍ୟ ତେଜସ୍ୱୀ ସ୍ୱର୍ଗଦୂତର ରୂପ ଧାରଣ କରେ।


ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।


ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”


ତୁମ୍ଭର ପରମେଶ୍ୱରଙ୍କ ସହିତ ଚୁକ୍ତି ହୋଇଛି। ତେଣୁ କ୍ଷେତର ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ୟ ତୁମ୍ଭ ସହିତ ଶାନ୍ତିରେ ରହିବେ।


ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା'ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ।


Swiv nou:

Piblisite


Piblisite